16/07/2026
ପବିତ୍ର ରଥଯାତ୍ରା ଉପଲକ୍ଷେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ।
ଆଜିର ଏହି ପବିତ୍ର ଅବସରରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଭଦ୍ର, ମା' ସୁଭଦ୍ରା ଓ ଶ୍ରୀସୁଦର୍ଶନଙ୍କ ଅପାର କୃପାରୁ ସମସ୍ତଙ୍କ ଜୀବନ ସୁଖ, ଶାନ୍ତି, ସମୃଦ୍ଧି ଓ ମଙ୍ଗଳମୟ ହେଉ ବୋଲି ପ୍ରାର୍ଥନା କରୁଛି।
ଜୟ ଜଗନ୍ନାଥ 🙏🙏
All Odisha Bjd
Odisha Bjd
Biju Janata Dal Odisha