20/10/2026
ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ହିମାଂଶୁ ଶେଖର ସାହୁଙ୍କ ନିର୍ଦ୍ଦେଶକ୍ରମେ ଗତକାଲି ଧର୍ମଶାଳା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହରିଦାସପୁର ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ର ନୂତନ ଗୃହ ନିର୍ମାଣ କାର୍ଯ୍ୟର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କଲି। 🙏
ଏହି ନୂତନ ଭବନ ନିର୍ମାଣ ଦ୍ୱାରା ଅଞ୍ଚଳବାସୀଙ୍କୁ ଉନ୍ନତମାନର ସ୍ୱାସ୍ଥ୍ୟସେବା ଯୋଗାଇବାରେ ସହାୟକ ହେବ ଏବଂ ଅଞ୍ଚଳର ସ୍ୱାସ୍ଥ୍ୟ ଭିତ୍ତିଭୂମି ଆହୁରି ସୁଦୃଢ଼ ହେବ।
ଅଞ୍ଚଳର ବିକାଶ ଓ ଜନସେବା ହିଁ ଆମର ପ୍ରାଥମିକତା।