Tripura Sahoo

Directions Contact the organization

Tripura Sahoo Tripura Sahoo is a Social Worker

ବିଶିଷ୍ଟ ଚିକିତ୍ସାବିତ୍ ତଥା ପଦ୍ମଶ୍ରୀ ପ୍ରଫେସର (ଡା.) ଅଶୋକ କୁମାର ମହାପାତ୍ରଙ୍କ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ।ଦେଶର ଜଣେ ବିଶିଷ୍...
02/11/2026

ବିଶିଷ୍ଟ ଚିକିତ୍ସାବିତ୍ ତଥା ପଦ୍ମଶ୍ରୀ ପ୍ରଫେସର (ଡା.) ଅଶୋକ କୁମାର ମହାପାତ୍ରଙ୍କ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ।

ଦେଶର ଜଣେ ବିଶିଷ୍ଟ ନ୍ୟୁରୋସର୍ଜନ ତଥା ଚିକିତ୍ସା ବିଜ୍ଞାନ ଜଗତର ଅଗ୍ରଣୀ ବ୍ୟକ୍ତିତ୍ୱ ଭାବରେ ସେ ସ୍ୱାସ୍ଥ୍ୟସେବା କ୍ଷେତ୍ରକୁ ସମୃଦ୍ଧ କରିବା ସହ ଓଡ଼ିଶା ତଥା ସମଗ୍ର ଦେଶ ପାଇଁ ଗୌରବ ଆଣିଦେଇଥିଲେ। ଚିକିତ୍ସା ସେବା ଓ ଗବେଷଣା କ୍ଷେତ୍ରରେ ତାଙ୍କର ଉଲ୍ଲେଖନୀୟ ଅବଦାନ ସର୍ବଦା ଅବିସ୍ମରଣୀୟ ରହିବ।

ଏହି ଦୁଃଖଦ ମୁହୂର୍ତ୍ତରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ସଦ୍‌ଗତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀଚରଣରେ ପ୍ରାର୍ଥନା କରୁଛି। ଓଁ ଶାନ୍ତି।🙏

02/11/2026
30/10/2026
25/10/2026
ପବିତ୍ର ଗଜଲକ୍ଷ୍ମୀ ପୂଜା ଓ କୁମାର ପୂର୍ଣ୍ଣିମା ଅବସରରେ ହାର୍ଦ୍ଦିକ ଶୁଭେଛା ଓ ଶୁଭକାମନା!ମା’ ଲକ୍ଷ୍ମୀଙ୍କ କୃପାରୁ ଆପଣଙ୍କ ଜୀବନ ସୁଖ, ସମୃଦ୍...
25/10/2026

ପବିତ୍ର ଗଜଲକ୍ଷ୍ମୀ ପୂଜା ଓ କୁମାର ପୂର୍ଣ୍ଣିମା ଅବସରରେ ହାର୍ଦ୍ଦିକ ଶୁଭେଛା ଓ ଶୁଭକାମନା!ମା’ ଲକ୍ଷ୍ମୀଙ୍କ କୃପାରୁ ଆପଣଙ୍କ ଜୀବନ ସୁଖ, ସମୃଦ୍ଧି ଏବଂ ଶାନ୍ତିରେ ଭରିଯାଉ।


Address

Pal-Lahare
759119

Website

Alerts

Be the first to know and let us send you an email when Tripura Sahoo posts news and promotions. Your email address will not be used for any other purpose, and you can unsubscribe at any time.

Contact The Organization

Send a message to Tripura Sahoo:

Shortcuts

Share

Nearby government services


Other Pal-Lahare government services

Show All